ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବ
ଭୁବନେଶ୍ୱର, ୭ ଜୁନ୍ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବ । ଏହାପରେ ମଧ୍ୟ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବ


ଭୁବନେଶ୍ୱର, ୭ ଜୁନ୍ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବ । ଏହାପରେ ମଧ୍ୟ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande