ଭୁବନେଶ୍ୱର, 8 ଜୁନ୍ (ହି.ସ.)- ରାଜ୍ୟରେ ଆଉ ନୂଆ ୭ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି । ଏହାପରେ ୪୫ରେ
ପହଞ୍ଚିଲା ମୋଟ କରୋନା ପଜିଟିଭ୍ ସଂଖ୍ୟା । ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ
ମିଶ୍ର ସୂଚନା ଦେଇଛନ୍ତି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଛୁଇଁଛି । ବର୍ତ୍ତମାନ
ସୁଦ୍ଧା ୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା