ଭୁବନେଶ୍ୱରରେ ହେବ ନାହିଁ ଏଲି ଭେଟେଡ଼ ମେଟ୍ରୋ
ଭୁବନେଶ୍ୱର, 8 ଜୁନ୍ (ହି.ସ.) - ଭୁବନେଶ୍ୱରରେ ହେବ ନାହିଁ ଏଲି ଭେଟେଡ଼ ମେଟ୍ରୋ । ଏଥିପାଇଁ ନୂଆ ଆଲାଇନ ମେଣ୍ଟ ତିଆରି କରିବ ନଗର ଉନ୍ନୟନ ବିଭାଗ ବୋଲି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । ତେବେ ଏଥିପାଇଁ ସର୍ଭେ ହେବା ପାଇଁ ସମୟ ଲାଗିବ । ଏଲି ଭେଟେଡ଼ ମେଟ
ଭୁବନେଶ୍ୱରରେ ହେବ ନାହିଁ ଏଲି ଭେଟେଡ଼ ମେଟ୍ରୋ


ଭୁବନେଶ୍ୱର, 8 ଜୁନ୍ (ହି.ସ.)

- ଭୁବନେଶ୍ୱରରେ ହେବ ନାହିଁ ଏଲି ଭେଟେଡ଼ ମେଟ୍ରୋ । ଏଥିପାଇଁ ନୂଆ ଆଲାଇନ

ମେଣ୍ଟ ତିଆରି କରିବ ନଗର ଉନ୍ନୟନ ବିଭାଗ ବୋଲି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି

। ତେବେ ଏଥିପାଇଁ ସର୍ଭେ ହେବା ପାଇଁ ସମୟ ଲାଗିବ । ଏଲି ଭେଟେଡ଼ ମେଟ୍ରୋ ହେଲେ ଭୁବନେଶ୍ୱର ସହରର

ସୌନ୍ଦର୍ଯ୍ୟ ନଷ୍ଟ ହେବ । ଏହାକୁ ଦୃଷ୍ଟିରେ ରଖି ଅଣ୍ଡର ଗ୍ରାଉଣ୍ଡ ମେଟ୍ରୋ କରିବାକୁ ଯୋଜନା

କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande