ଭୁବନେଶ୍ୱର, 8 ଜୁନ୍ (ହି.ସ.)- ଶ୍ରୀମନ୍ଦିର ଓ ଶ୍ରୀଗୁଣ୍ଡିଚା
ମନ୍ଦିର ଚାରିପାଖରେ ଥିବା ଓ ଭବିଷ୍ୟତରେ ନିର୍ମାଣ ହେବାକୁ ଥିବା କୋଠାବାଡ଼ି ପାଇଁ ହେଉ
ସ୍ୱତନ୍ତ୍ର ନୀତି ନିର୍ଦ୍ଧାରଣ। ଏନେଇ ପଦକ୍ଷେପ ନେବାକୁ ନଗର ଉନ୍ନୟନ ବିଭାଗକୁ ଚିଠି ଲେଖିଛନ୍ତି
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା