ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 9 ଜୁନ୍ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ମହାନ ସ୍ବାଧୀନତା ସଂଗ୍ରାମୀ ତଥା ଜନଜାତି ନାୟକ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 9 ଜୁନ୍ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ମହାନ ସ୍ବାଧୀନତା ସଂଗ୍ରାମୀ ତଥା ଜନଜାତି ନାୟକ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande