ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ସ୍ମରଣ କଲେ ଜୁଏଲ ଓରାମ
ଭୁବନେଶ୍ୱର, 9 ଜୁନ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଜନ୍ମ ଜୟନ୍ତୀରେ ବିନମ୍ର
ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ସ୍ମରଣ କଲେ ଜୁଏଲ ଓରାମ


ଭୁବନେଶ୍ୱର, 9 ଜୁନ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ସ୍ମୃତିଚାରଣ କରିଛନ୍ତି

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି

ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଜନ୍ମ ଜୟନ୍ତୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande