ବିର୍ସା ମୁଣ୍ଡାଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 9 ଜୁନ୍ (ହି.ସ.)- ବିର୍ସା ମୁଣ୍ଡାଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଦେଶର ସ୍ବାଧୀନତା ପାଇଁ ନିଜ ପ୍ରାଣ ଅର୍ପଣ କରିଥିବ
ବିର୍ସା ମୁଣ୍ଡାଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 9 ଜୁନ୍ (ହି.ସ.)- ବିର୍ସା ମୁଣ୍ଡାଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଦେଶର ସ୍ବାଧୀନତା ପାଇଁ ନିଜ

ପ୍ରାଣ ଅର୍ପଣ କରିଥିବା ମହାନ ସ୍ବାଧୀନତା ସଂଗ୍ରାମୀ ଏବଂ ଜନନାୟକ ଭଗବାନ ବିର୍ସା ମୁଣ୍ଡାଙ୍କ

ପୁଣ୍ୟତିଥିରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande