ଭୁବନେଶ୍ୱର, 9 ଜୁନ୍ (ହି.ସ.)- ଭଗବାନ ବିର୍ସା ମୁଣ୍ଡାଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି
ଯେ, ମହାନ ସ୍ବାଧୀନତା ସଂଗ୍ରାମୀ ତଥା ଜନଜାତି ନାୟକ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ
ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା