ଭୁବନେଶ୍ୱର, ୦୧ ଜୁଲାଇ (ହି.ସ.) - ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ମଙ୍ଗଳବାର ଆଉ ଆଉ ୨ ଜଣଙ୍କୁ ପୋଲିସ ଗିରଫ କରିଛି। ଏହି ଘଟଣାରେ ଅଭିଯୁକ୍ତ ସଚ୍ଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ର ଗିରଫ ହୋଇଛନ୍ତି। ୨ ଜଣଙ୍କୁ ଗିରଫ ପରେ ମୋଟ ଗିରଫଦାରୀ ସଂଖ୍ୟା ୫ରେ ପହଂଚିଛି। ଗତକାଲି ଘଟଣାରେ ୩ ଜଣଙ୍କୁ ପୋଲିସ ଗିରଫ କରିଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା