ଭୁବନେଶ୍ୱର, 1 ଜୁଲାଇ (ହି.ସ.)- ପବିତ୍ର
ହେରାପଞ୍ଚମୀର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ହେରାପଞ୍ଚମୀର ଶୁଭେଚ୍ଛା ଓ ଶୁଭକାମନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
01 Jul 2025
ସାଲେପୁର, ୧ ଜୁଲାଇ (ହି.ସ.) - କୃଷି ଓ କୃଷକର ବିକାଶ କରି ଚାଷୀଙ୍କ ଉତ୍ପାଦିତ ଦ୍ରବ୍ୟକୁ ବହୁଗୁଣ ବଢାଇବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିକଶିତ କୃଷି ସଂପର୍କ ଅଭିଯାନ ଆରମ୍ଭ ହୋଇଛି । ଏଥିପାଇଁ ମାହାଙ୍ଗା ବ୍ଲକ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର ତରଫରୁ ବିଭିନ୍ନ ପଂଚାୟତରେ ବିକଶିତ ..
ଭୁବନେଶ୍ୱର, ୦୧ ଜୁଲାଇ (ହି.ସ.) - ଡାଇରିଆ ପରବର୍ତୀ ଅବସ୍ଥା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଲୋକଙ୍କ ନିରାପଦ ସ୍ୱାସ୍ଥ୍ୟ ସୁନିଶ୍ଚିତ କରିବାପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ସକ୍ରିୟ ପଦକ୍ଷେପ ଗ୍ରହଣ କରାଯାଇଛି । କ୍ଷେତ୍ରୀୟ ସ୍ତରରେ ଉକ୍ତ ସ୍ଥିତିର ସୁପରିଚାଳନା ପାଇଁ କେନ୍ଦୁଝର, ବାଲେଶ୍ୱର..
ବଲାଙ୍ଗିର, ୧ ଜୁଲାଇ (ହି.ସ.)- ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଆଜି ୮ ଗୋଟି ପଡିଆରେ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି । ଟାଉନ ହାଇସ୍କୁଲ ପଡିଆରେ ସିସିଏଫ୍ଏ ବଲାଙ୍ଗିର ୧୧-୦ ଗୋଲରେ ସରକାରୀ ଆଇଟିଆଇ ଦଳ କୁ ହରାଇଛି । ଅତିଥି ଭାବେ କ୍ରୀଡା ସଂସଦର କାଉନସିଲ ସଭ୍ୟ ପ୍ରଭାତ କୁମାର ..
ଜନସାଧାରଣଙ୍କ ଜୀବନକୁ ସହଜ କରିବା ପାଇଁ ଆଧାର ଏକ ପ୍ରକୃଷ୍ଟ ମାଧ୍ୟମ : ମୁଖ୍ୟ ଶାସନ ସଚିବ ଭୁବନେଶ୍ୱର, ୦୧ ଜୁଲାଇ (ହି.ସ.) - ବିଗତ ଏକଦଶନ୍ଧି ମଧ୍ୟରେ ଆଧାର ଭାରତୀୟମାନଙ୍କ ଜୀବନକୁ ସହଜ କରିବାରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିଛି। ଉଦାହରଣ ସ୍ୱରୂପ ଆଧାର ପ୍ଲାଟଫର୍ମ ବ୍ୟବହାର କରି ଓଡ଼ିଶା ସରକାର ..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha