ଗଂଜାମ ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ ଜୁଲାଇ (ହି.ସ.) - ଗଞ୍ଜାମ ଜିଲ୍ଲାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଦାଉ ଗୌଡ଼,ସୁନିଲ କୁମାର ଗୌଡ଼ ଓ ରାଜେଶ ପାଣିଗ୍ରାହୀଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହାସହ ମୃତକଙ
ଗଂଜାମ ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର,୧୦ ଜୁଲାଇ (ହି.ସ.) - ଗଞ୍ଜାମ ଜିଲ୍ଲାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଦାଉ ଗୌଡ଼,ସୁନିଲ କୁମାର ଗୌଡ଼ ଓ ରାଜେଶ ପାଣିଗ୍ରାହୀଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହାସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande