ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ସାଂସଦ ଅନନ୍ତ ନାୟକ
ଭୁବନେଶ୍ୱର, 11ଜୁଲାଇ (ହି.ସ.) କେନ୍ଦୁଝର ସାଂସଦ ଅନନ୍ତ ନାୟକ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଲୋଇସିଂହାର ଲୋକପ୍ରିୟ ବିଧାୟକ ତଥା ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା
ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ସାଂସଦ ଅନନ୍ତ ନାୟକ


ଭୁବନେଶ୍ୱର, 11ଜୁଲାଇ (ହି.ସ.) କେନ୍ଦୁଝର ସାଂସଦ ଅନନ୍ତ ନାୟକ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଲୋଇସିଂହାର ଲୋକପ୍ରିୟ ବିଧାୟକ ତଥା ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ମା ତାରିଣୀଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଆପଣଙ୍କୁ ସଦା ସର୍ବଦା ସୁଖୀ ଓ ନିରୋଗୀ ରଖିବା ସହ ଲୋକଙ୍କ ସେବାରେ ବ୍ରତୀ ରଖିଥାନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande