ଜୁଲାଇ ୧୪ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର,୧୧ ଜୁଲାଇ (ହି.ସ.) - ଆସନ୍ତା ସୋମବାର, ଜୁଲାଇ ୧୪ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନ ସାଧାରଣଙ୍କୁ ସମ୍ବାଦପତ୍ର ମାଧ୍ୟମରେ ଜଣାଇ ଦିଆଯିବ।ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯ
ଜୁଲାଇ ୧୪ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ


ଭୁବନେଶ୍ୱର,୧୧ ଜୁଲାଇ (ହି.ସ.) - ଆସନ୍ତା ସୋମବାର, ଜୁଲାଇ ୧୪ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନ ସାଧାରଣଙ୍କୁ ସମ୍ବାଦପତ୍ର ମାଧ୍ୟମରେ ଜଣାଇ ଦିଆଯିବ।ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande