ପୂର୍ବତନ ରାଜ୍ୟସଭା ସାଂସଦ ସୁରେନ୍ଦ୍ର ଲାଠଙ୍କୁ ଭେଟିଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ
ଭୁବନେଶ୍ୱର, 11 ଜୁଲାଇ (ହି.ସ) – କେନ୍ଦ୍ର ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଶୁକ୍ରବାର ଦିନ ସମ୍ବଲପୁର ଠାରେ ରାଜ୍ୟସଭାର ପୂର୍ବତନ ସାଂସଦ ତଥା ବିଜେପିର ବରିଷ୍ଠ ନେତା ସୁରେନ୍ଦ୍ର ଲାଠଙ୍କ ଘରକୁ ଯାଇ ତାଙ୍କୁ ଭେଟିଛନ୍ତି । ସେ ନିଜେ ସୋସିଆଲ ମିଡିଆ ଜରିଆରେ ଏହି ସୂଚନା ଦେଇଛନ୍ତି । -------
ପୂର୍ବତନ ରାଜ୍ୟସଭା ସାଂସଦ ସୁରେନ୍ଦ୍ର ଲାଠଙ୍କୁ ଭେଟିଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ


ଭୁବନେଶ୍ୱର, 11 ଜୁଲାଇ (ହି.ସ) – କେନ୍ଦ୍ର ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଶୁକ୍ରବାର ଦିନ ସମ୍ବଲପୁର ଠାରେ ରାଜ୍ୟସଭାର ପୂର୍ବତନ ସାଂସଦ ତଥା ବିଜେପିର ବରିଷ୍ଠ ନେତା ସୁରେନ୍ଦ୍ର ଲାଠଙ୍କ ଘରକୁ ଯାଇ ତାଙ୍କୁ ଭେଟିଛନ୍ତି । ସେ ନିଜେ ସୋସିଆଲ ମିଡିଆ ଜରିଆରେ ଏହି ସୂଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande