ବାଚସ୍ପତି ଜନ୍ମ ଦିନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗଙ୍କୁ ଜଣାଇଲେ ଶୁଭେଚ୍ଛା
ଭୁବନେଶ୍ୱର, 11 ଜୁଲାଇ (ହି.ସ.) ବାଚସ୍ପତି ସୁରମା ପାଢୀ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗକୁ ଜନ୍ମ ଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଶା ସରକାରଙ୍କ ମାନନୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ,ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ତଥା ସ
ବାଚସ୍ପତି ଜନ୍ମ ଦିନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗଙ୍କୁ ଜଣାଇଲେ ଶୁଭେଚ୍ଛା


ଭୁବନେଶ୍ୱର, 11 ଜୁଲାଇ (ହି.ସ.) ବାଚସ୍ପତି ସୁରମା ପାଢୀ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗକୁ ଜନ୍ମ ଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଶା ସରକାରଙ୍କ ମାନନୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ,ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ଡଃ.ମୁକେଶ ମହାଲିଙ୍ଗଙ୍କୁ ଜନ୍ମଦିନର ଶୁଭ ଅଭିନନ୍ଦନ ଜଣାଉଛି l ପ୍ରଭୁ ନୃସିଂହନାଥ ଆପଣଙ୍କୁ ସର୍ବଦା ସୁସ୍ଥ ରଖିବା ସହ ରାଜ୍ଯବାସୀଙ୍କ ସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ l

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande