ତରୁଣ ଚୁଗ୍ ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨ ଜୁଲାଇ (ହି.ସ.) - ବିଜେପିର ରାଷ୍ଟ୍ରୀୟ ମହାସଚିବ ତରୁଣ ଚୁଗ୍ ଙ୍କୁ ନୂଆଦିଲ୍ଲୀରେ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଓଡ଼ିଶା ଭିଜନ ୨୦୩୬ । ୨୦୪୭ ପୁସ୍ତକ ପ୍ରଦାନ କରିଛନ୍ତି। ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଭାରତୀୟ ଜନତା ପ
ତରୁଣ ଚୁଗ୍ ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର,୧୨ ଜୁଲାଇ (ହି.ସ.) - ବିଜେପିର ରାଷ୍ଟ୍ରୀୟ ମହାସଚିବ ତରୁଣ ଚୁଗ୍ ଙ୍କୁ ନୂଆଦିଲ୍ଲୀରେ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଓଡ଼ିଶା ଭିଜନ ୨୦୩୬ । ୨୦୪୭ ପୁସ୍ତକ ପ୍ରଦାନ କରିଛନ୍ତି।

ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ମହାସଚିବ ଶ୍ରୀ ତରୁଣ ଚୁଗ୍ ଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି । ଏହି ଅବସରରେ ଓଡ଼ିଶାର ବିକାଶ ପରିଯୋଜନା, ଜନସେବା ଓ କେନ୍ଦ୍ର-ରାଜ୍ୟ ସମନ୍ୱୟ ସମ୍ପର୍କିତ ବିଷୟଗୁଡ଼ିକ ଉପରେ ଆଲୋଚନା ହୋଇଥିଲା। ତରୁଣ ଜୀଙ୍କ ଠାରୁ ତାଙ୍କର ସ୍ୱଲିଖିତ ପୁସ୍ତକ ଜୀତ ମୋଦୀ ଶାସନକୀ ଗ୍ରହଣ କରିବା ସହ ତାଙ୍କୁ ଓଡ଼ିଶା ଭିଜନ ୨୦୩୬ । ୨୦୪୭ ପ୍ରଦାନ କଲି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande