ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 12 ଜୁଲାଇ (ହି.ସ.)- ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଖ୍ୟାତ ସଂଗ୍ରାହକ ତଥା ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା ଦାଶ
ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 12 ଜୁଲାଇ (ହି.ସ.)- ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକ ସ୍ମୃତିଚାରଣ

କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ

କହିଛନ୍ତି ଯେ, ପ୍ରଖ୍ୟାତ ସଂଗ୍ରାହକ ତଥା ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି

ପଟ୍ଟନାୟକ(ଦାସିଆ ଅଜା)ଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ଓଡ଼ିଆ ଭାଷା,

ସାହିତ୍ୟ

ଓ ଐତିହ୍ୟର ସଂରକ୍ଷଣ କ୍ଷେତ୍ରରେ ତାଙ୍କର ଅନବଦ୍ୟ ଅବଦାନ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande