ଦାଶରଥି ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର, 12 ଜୁଲାଇ (ହି.ସ.)- ଦାଶରଥି ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ପାଠାଗାର, ସଂଗ୍ରହାଳୟ ଆନ୍ଦୋଳନର ସ୍ରଷ୍ଟା ତଥା ଦଶ ପଇସାର ରାଜା
ଦାଶରଥି ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସୂର୍ଯ୍ୟବଂଶୀ ସୂରଜ


ଭୁବନେଶ୍ୱର, 12 ଜୁଲାଇ (ହି.ସ.)- ଦାଶରଥି ପଟ୍ଟନାୟକଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ପାଠାଗାର, ସଂଗ୍ରହାଳୟ ଆନ୍ଦୋଳନର

ସ୍ରଷ୍ଟା ତଥା ଦଶ ପଇସାର ରାଜା ଓ ଖୁଣ୍ଟାତଡ଼ା ରାଜା ଦାଶରଥୀ ପଟ୍ଟନାୟକ (ଦାଶିଆ ଅଜା)ଙ୍କ

ଜନ୍ମଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande