ଗୌରୀଶଙ୍କର ରାୟଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ
ଭୁବନେଶ୍ୱର, 13 ଜୁଲାଇ (ହି.ସ.) କେନ୍ଦ୍ର ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ''କର୍ମବୀର'' ଗୌରୀଶଙ୍କର ରାୟଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି., ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ତଥା ''ଉତ୍କଳ ଦୀପିକା''ର ପ୍ରତି
ଗୌରୀଶଙ୍କର ରାୟଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ


ଭୁବନେଶ୍ୱର, 13 ଜୁଲାଇ (ହି.ସ.) କେନ୍ଦ୍ର ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ 'କର୍ମବୀର' ଗୌରୀଶଙ୍କର ରାୟଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି., ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ତଥା 'ଉତ୍କଳ ଦୀପିକା'ର ପ୍ରତିଷ୍ଠାତା ସମ୍ପାଦକ 'କର୍ମବୀର' ଗୌରୀଶଙ୍କର ରାୟଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande