'ଉତ୍କଳ ଦୀପିକା'ର ପ୍ରତିଷ୍ଠାତା ସମ୍ପାଦକ ସ୍ୱର୍ଗତ 'କର୍ମବୀର' ଗୌରୀଶଙ୍କର ରାୟଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 13 ଜୁଲାଇ (ହି.ସ.)- ''ଉତ୍କଳ ଦୀପିକା''ର ପ୍ରତିଷ୍ଠାତା ସମ୍ପାଦକ ସ୍ୱର୍ଗତ ''କର୍ମବୀର'' ଗୌରୀଶଙ୍କର ରାୟଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଉ
'ଉତ୍କଳ ଦୀପିକା'ର ପ୍ରତିଷ୍ଠାତା ସମ୍ପାଦକ ସ୍ୱର୍ଗତ 'କର୍ମବୀର' ଗୌରୀଶଙ୍କର ରାୟଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 13 ଜୁଲାଇ (ହି.ସ.)- 'ଉତ୍କଳ ଦୀପିକା'ର ପ୍ରତିଷ୍ଠାତା ସମ୍ପାଦକ ସ୍ୱର୍ଗତ 'କର୍ମବୀର' ଗୌରୀଶଙ୍କର ରାୟଙ୍କ

ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ

ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର

ତଥା 'ଉତ୍କଳ ଦୀପିକା'ର ପ୍ରତିଷ୍ଠାତା ସମ୍ପାଦକ ସ୍ୱର୍ଗତ 'କର୍ମବୀର' ଗୌରୀଶଙ୍କର ରାୟଙ୍କ

ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande