ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, 13 ଜୁଲାଇ (ହି.ସ.) - ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବରରେ ପ୍ରବଳ ବର୍ଷିବ । ଭ
ରାଜ୍ୟରେ ଆଜିଠୁ ତିନି ଦିନ     ପ୍ରବଳ ବର୍ଷା ସମ୍ଭାବନା


ଭୁବନେଶ୍ୱର, 13 ଜୁଲାଇ (ହି.ସ.)

- ରାଜ୍ୟରେ ଆଜିଠୁ

ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

କରାଯାଇଛି । ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ,

କେନ୍ଦୁଝର, ବାଲେଶ୍ବରରେ ପ୍ରବଳ ବର୍ଷିବ । ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ବି ଆଲର୍ଟ ଜାରି ହୋଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande