ଭୁବନେଶ୍ୱର, 14 ଜୁଲାଇ (ହି.ସ.) ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶ୍ରାବଣ ମାସର ପ୍ରଥମ
ସୋମବାର ଉପଲକ୍ଷେଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଁ ନମଃ ଶିବାୟ। ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର
ଉପଲକ୍ଷେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାଦେବଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି, ସମୃଦ୍ଧି ଓ ସଫଳତା ପାଇଁ ପ୍ରାର୍ଥନା
କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ