ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାରର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 14 ଜୁଲାଇ (ହି.ସ.) - ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାରର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଭଗବାନ ଶିବଙ୍କ ପୂଜା ପାଇଁ ଉତ୍ସର୍ଗୀକୃତ ପବିତ୍ର ଶ୍ରାବଣ ମା
ପବିତ୍ର ଶ୍ରାବଣ ମାସର     ପ୍ରଥମ ସୋମବାରର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 14 ଜୁଲାଇ (ହି.ସ.)

- ପବିତ୍ର

ଶ୍ରାବଣ ମାସର ପ୍ରଥମ ସୋମବାରର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଭଗବାନ ଶିବଙ୍କ ପୂଜା ପାଇଁ

ଉତ୍ସର୍ଗୀକୃତ ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାରର ଶୁଭାରମ୍ଭ ରେ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ

ଅଭିନନ୍ଦନ ଏବଂ ଶୁଭେଚ୍ଛା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande