ଏଫଏମ କଲେଜ ଛାତ୍ରୀଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 15 ଜୁଲାଇ (ହି.ସ.)- ଏଫଏମ କଲେଜ ଛାତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହବିଦ୍ୟାଳୟ ଘଟଣାରେ ଚିକିତ୍ସା
ଏଫଏମ କଲେଜ ଛାତ୍ରୀଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ     ପ୍ରକାଶ


ଭୁବନେଶ୍ୱର, 15 ଜୁଲାଇ (ହି.ସ.)- ଏଫଏମ କଲେଜ ଛାତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ

କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହବିଦ୍ୟାଳୟ ଘଟଣାରେ

ଚିକିତ୍ସାଧୀନ ଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ

। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ

କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande