ଏଫଏମ କଲେଜର ପୀଡିତା ଛାତ୍ରୀଙ୍କ ବିୟୋଗରେ କେଭି ସିଂହଦେଓଙ୍କ ଶୋକ
ଭୁବନେଶ୍ୱର, 15 ଜୁଲାଇ (ହି.ସ.) - ଏଫଏମ କଲେଜର ପୀଡିତା ଛାତ୍ରୀଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ
ଏଫଏମ କଲେଜର ପୀଡିତା ଛାତ୍ରୀଙ୍କ ବିୟୋଗରେ କେଭି ସିଂହଦେଓଙ୍କ ଶୋକ


ଭୁବନେଶ୍ୱର, 15 ଜୁଲାଇ (ହି.ସ.)

- ଏଫଏମ କଲେଜର ପୀଡିତା ଛାତ୍ରୀଙ୍କ ବିୟୋଗରେ

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ

କହିଛନ୍ତି ଯେ, ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ

ବିଶିଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ତାଙ୍କର ଅମର ଆତ୍ମାର ସଦଗତି କାମନା

କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ

ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande