ଭୁବନେଶ୍ୱର,୧୬ ଜୁଲାଇ (ହି.ସ.) - ଆସନ୍ତା ୨୧ ତାରିଖ,ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା