ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେପି ଅନୁଗୁଳ ଜିଲ୍ଲା ସଂପାଦକ ନିଲମ୍ବିତ
ଭୁବନେଶ୍ୱର, ୧୮ ଜୁଲାଇ (ହି.ସ.)- ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ବିଶୃଙ୍ଖଳା ଆଚରଣ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଅନୁଗୁଳ ଜିଲ୍ଲା ସଂପାଦକ ସୁଦୀପ୍ତ ସ୍ୱାଇଁଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଶୃଙ୍ଖଳା କମିଟି ରାଜ୍ୟ ଆବାହକ ସୁଦର୍ଶନ ନାୟକ ଏହି ସୂଚନା ଦେଇଛନ୍ତି । -----
ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେପି ଅନୁଗୁଳ ଜିଲ୍ଲା ସଂପାଦକ ନିଲମ୍ବିତ


ଭୁବନେଶ୍ୱର, ୧୮ ଜୁଲାଇ (ହି.ସ.)- ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ବିଶୃଙ୍ଖଳା ଆଚରଣ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଅନୁଗୁଳ ଜିଲ୍ଲା ସଂପାଦକ ସୁଦୀପ୍ତ ସ୍ୱାଇଁଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଶୃଙ୍ଖଳା କମିଟି ରାଜ୍ୟ ଆବାହକ ସୁଦର୍ଶନ ନାୟକ ଏହି ସୂଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande