କେନ୍ଦୁଝର, 18 ଜୁଲାଇ (ହି.ସ.) ସ୍ଥାନୀୟ ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ୟୁଥ୍ ଫର୍ ଫରେଷ୍ଟ କ୍ୟାମ୍ପେନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଧରଣୀଧର ବିଶ୍ୱବିଦ୍ୟାଳୟ ଉପ କୁଳପତି ପ୍ରଫେସର ପ୍ରତାପ ମହାନ୍ତି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ବକ୍ତା ଭାବେ ପରିବେଶବିତ୍ ଡ ବିମ୍ବାଧର ବେହେରା ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଯୋଗଦେଇଥିଲେ।
ହିନ୍ଦୁସ୍ଥାନ ସମାଚାର / SANTOSH MOHAPATRA