ଭୁବନେଶ୍ୱର, 18 ଜୁଲାଇ (ହି.ସ.)- ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର
ରେଳ, ସଞ୍ଚାର ଏବଂ ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀଯୁକ୍ତ
ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି l
ମହାପ୍ରଭୁ
ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା
ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା