ରେଳମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, 18 ଜୁଲାଇ (ହି.ସ.) - ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମାନନୀୟ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ହାର
ରେଳମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ନୂଆଦିଲ୍ଲୀ, 18 ଜୁଲାଇ (ହି.ସ.)

- ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, ମାନନୀୟ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ହାର୍ଦ୍ଦିକ

ଶୁଭକାମନା । ଆଦରଣୀୟ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଦେଶକୁ ଟେକ୍ନିକାଲ ଉଦ୍ଭାବନ,

ଡିଜିଟାଲ ସଶକ୍ତିକରଣ ଓ ରେଲୱେ ଭିତ୍ତିଭୂମିରେ ଐତିହାସିକ ପରିବର୍ତ୍ତନ ଦିଗରେ ଆଗକୁ ନେବାରେ

ଆପଣଙ୍କ ଯୋଗଦାନ ଅତ୍ୟନ୍ତ ପ୍ରଶଂସନୀୟ ଅଟେ । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଉତମ

ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ ପାଇଁ ପ୍ରାର୍ଥନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande