ଭୁବନେଶ୍ୱର, 18 ଜୁଲାଇ (ହି.ସ.)-ଗଞ୍ଜାମ ଜିଲ୍ଲା ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୋଲସରା ବିଜ୍ଞାନ
ମହାବିଦ୍ୟାଳୟରେ ଆୟୋଜିତ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ଯୋଗ ଦେଇଛନ୍ତି ମନ୍ତ୍ରୀ
ଗୋକୁଳାନନ୍ଦ ମଲ୍ଲିକ । ଏହି ଅବସରରେ ମହାବିଦ୍ୟାଳୟ ପରିସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର
ମୋଦିଜୀଙ୍କ ସବୁଜ ସୁନ୍ଦର ଭାରତ ଗଠନ ପାଇଁ ଏକ ପେଡ ମା'
କେ
ନାମ ଅଭିଯାନରେ ସାମିଲ ହୋଇ ବୃକ୍ଷରୋପଣ କରିଥିଲେ ମନ୍ତ୍ରୀ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା