ଭୁବନେଶ୍ୱର, 18 ଜୁଲାଇ (ହି.ସ.)- ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା ।ଆଜି ତଦନ୍ତ
କମିଟି ପାଖରେ ହାଜର ହେବେ ଆଭ୍ୟନ୍ତରୀଣ କମିଟି ସଦସ୍ୟ । ଆଭ୍ୟନ୍ତରୀଣ କମିଟି ସଦସ୍ୟଙ୍କୁ
ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ ଦିଆଯାଇଛି । ଆଜି ଓ ଆସନ୍ତାକାଲି ଏଫଏମକଲେଜରେ
ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା