ଭୁବନେଶ୍ୱର, 18 ଜୁଲାଇ (ହି.ସ.)- ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର
ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ
ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା
ମନ୍ତ୍ରୀ ଶ୍ରୀଯୁକ୍ତ ଅଶ୍ୱିନୀ ବୈଷ୍ଣବଙ୍କୁ ତାଙ୍କ ଶୁଭ ଜନ୍ମଦିନ ଅବସରରେ ହାର୍ଦ୍ଧିକ
ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ତାଙ୍କ ଉତ୍ତମ ସ୍ବାସ୍ଥ୍ୟର
କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା