ଭୁବନେଶ୍ୱର, 18 ଜୁଲାଇ (ହି.ସ.)
- କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି
ଯେ, କେନ୍ଦ୍ର ରେଳ,
ଇଲେକ୍ଟ୍ରୋନିକ୍ସ
ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ହାର୍ଦ୍ଦିକ
ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ
ଉତ୍ତୋରତ୍ତର ଉନ୍ନତିର କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା