ଦେଶି ମଦ ଚାଲାଣ ବେଳେ ଚଢଉ, ଜଣେ ଗିରଫ
ଜୟପୁର, ୧୯ ଜୁଲାଇ (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ବାୟାଗୁଡା ଗ୍ରାମର ସୁନ୍ଦର ନାଗ । ସୂଚନା ଅନୁଯାୟୀ, ଦେଶି ମଦ ଚାଲାଣ ହେଉଥବା ଖବର ପାଇ ଜୟପୁର ଅବକାରି ଥାନା ବାୟାଗୁଡା ଗ୍ରାମ ରାସ୍ତାରେ ଚଢଉ କର
ଦେଶି ମଦ ଚାଲାଣ ବେଳେ ଚଢଉ, ଜଣେ ଗିରଫ


ଜୟପୁର, ୧୯ ଜୁଲାଇ (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ବାୟାଗୁଡା ଗ୍ରାମର ସୁନ୍ଦର ନାଗ ।

ସୂଚନା ଅନୁଯାୟୀ, ଦେଶି ମଦ ଚାଲାଣ ହେଉଥବା ଖବର ପାଇ ଜୟପୁର ଅବକାରି ଥାନା ବାୟାଗୁଡା ଗ୍ରାମ ରାସ୍ତାରେ ଚଢଉ କରିଥିଲା । ଚଢଉ କରି ୮ ଲିଟର ଦେଶି ମଦ ଜବତ କରି ଅଭିଯୁକ୍ତକୁ କୋର୍ଟଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ତରଫରୁ ସୂଚନା ଦିଆଯାଇଛି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande