ଭୁବନେଶ୍ୱର, ୧୯ ଜୁଲାଇ (ହି.ସ)- ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଶ୍ର୍ରୀମତୀ ରେଖା ଗୁପ୍ତାଙ୍କୁ ତାଙ୍କ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସରେ ଶୁଭେଚ୍ଛା ଜଣାଇଛନ୍ତି। ଜନସେବା ପ୍ରତି ଆପଣଙ୍କ ନିଷ୍ଠା ଓ କାର୍ଯ୍ୟଶୈଳୀ ପ୍ରଶଂସନୀୟ। ଆପଣଙ୍କୁ ଦୀର୍ଘାୟୁ କରିବା ସହ ଉତମ ସ୍ୱାସ୍ଥ୍ୟ ପ୍ରଦାନ କରିବାକୁ ମହାପ୍ରଭୂ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। )
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା