କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ
ଭୁବନେଶ୍ୱର, 02 ଜୁଲାଇ (ହି.ସ.) କେନ୍ଦ୍ର ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ବିଶିଷ୍ଟ ସାହିତ୍ୟିକ ତଥା ଔପନ୍ୟାସିକ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆ ଜରିଆରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ଜନ୍ମ     ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ


ଭୁବନେଶ୍ୱର, 02 ଜୁଲାଇ (ହି.ସ.)

କେନ୍ଦ୍ର ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ବିଶିଷ୍ଟ ସାହିତ୍ୟିକ ତଥା ଔପନ୍ୟାସିକ

କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆ

ଜରିଆରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ଅନିଲ


 rajesh pande