ସମ୍ବଲପୁର, ୦୨ ଜୁଲାଇ(ହି.ସ.) – ସମ୍ୱଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ବାଲିଆ ବନ୍ଧା ସ୍ଥିତ ଆଂଚଳିକ ଦିବ୍ୟାଙ୍ଗ ପୁନର୍ବାସ କେନ୍ଦ୍ରକୁ ପରିଦର୍ଶନ କରିଛନ୍ତି। ଜିଲ୍ଲାପାଳ ପରିଦର୍ଶନ କରିବା ସମୟରେ ଚାଲୁଥିବା ନିର୍ମାଣ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି। ଖୁବ୍ଶୀଘ୍ର ନିର୍ମାଣ କାର୍ଯ୍ୟ ସରିବା ପରେ ଜନସାଧାରଣ ମାନେ ଏହି ଆଂଚଳିକ ଦିବ୍ୟାଙ୍ଗ ପୁନର୍ବାସ କେନ୍ଦ୍ରରୁ ବିଭିନ୍ନ ଥେରାପୀରୁ ଲାଭାନ୍ୱିତ ହେବେ ବୋଲି ଆଶା ପ୍ରକାଶ କରିଛନ୍ତି।
ହିନ୍ଦୁସ୍ଥାନ ସମାଚାର/ଶୈଳେଶ/ବୀଣାପାଣି
.......................................
ହିନ୍ଦୁସ୍ଥାନ ସମାଚାର / ଶୈଳେଶ