ଭୁବନେଶ୍ୱର, 2 ଜୁଲାଇ (ହି.ସ.)
- ଆଜି ଏକାମ୍ର ବିଧାନସଭାର ବିଧାୟକ ବାବୁ ସିଂଙ୍କ ଜନ୍ମଦିନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ
କହିଛନ୍ତି ଯେ, ଏକାମ୍ର ବିଧାନସଭାର ଲୋକପ୍ରିୟ ବିଧାୟକ ଶ୍ରୀ ବାବୁ ସିଂଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା
। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବାବା ଲିଙ୍ଗରାଜ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ
କରନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା