ଭୁବନେଶ୍ୱର, 2 ଜୁଲାଇ (ହି.ସ.)
- ଆଜି ହେଉଛି ବିଶ୍ୱ କ୍ରୀଡା ସାମ୍ବାଦିକ ଦିବସ । ଏହି ଅବସରରେ ସମସ୍ତ କ୍ରୀଡା
ସାମ୍ବାଦିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ କ୍ରୀଡ଼ା ସାମ୍ବାଦିକ ଦିବସ ଅବସରରେ
କ୍ରୀଡ଼ା କ୍ଷେତ୍ର ସହ ଜଡ଼ିତ ସମସ୍ତ ସାମ୍ବାଦିକଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା