ବିଶିଷ୍ଟ ସାହିତ୍ୟିକ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 2 ଜୁଲାଇ (ହି.ସ.) - ବିଶିଷ୍ଟ ସାହିତ୍ୟିକ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ଗାଳ୍ପିକ, ଔପନ୍ୟାସିକ ଓ ନାଟ୍ୟକାର '
ବିଶିଷ୍ଟ ସାହିତ୍ୟିକ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 2 ଜୁଲାଇ (ହି.ସ.)

- ବିଶିଷ୍ଟ ସାହିତ୍ୟିକ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ସ୍ମୃତିଚାରଣ କରିଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ଗାଳ୍ପିକ, ଔପନ୍ୟାସିକ ଓ ନାଟ୍ୟକାର 'ପଦ୍ମଭୂଷଣ' କାଳିନ୍ଦୀଚରଣ ପାଣିଗ୍ରାହୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande