'ପଦ୍ମଭୂଷଣ' କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 2 ଜୁଲାଇ (ହି.ସ.) -''ପଦ୍ମଭୂଷଣ'' କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ତଥା ଔପନ୍ୟାସିକ ''ପଦ୍ମ
'ପଦ୍ମଭୂଷଣ' କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ     ମହାଲିଙ୍ଗ


ଭୁବନେଶ୍ୱର, 2 ଜୁଲାଇ (ହି.ସ.)

-'ପଦ୍ମଭୂଷଣ' କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ତଥା ଔପନ୍ୟାସିକ 'ପଦ୍ମଭୂଷଣ' କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି

ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande