ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 2 ଜୁଲାଇ (ହି.ସ.)- ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଝାରସୁଗୁଡ଼ାର ଲୋକପ୍ରିୟ ବିଧାୟକ ଶ୍ରୀ ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦ
ବିଧାୟକ ଟଙ୍କଧର     ତ୍ରିପାଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 2 ଜୁଲାଇ (ହି.ସ.)- ବିଧାୟକ ଟଙ୍କଧର

ତ୍ରିପାଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଝାରସୁଗୁଡ଼ାର ଲୋକପ୍ରିୟ ବିଧାୟକ ଶ୍ରୀ

ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା। ମହାପ୍ରଭୁ ଶ୍ରୀ

ଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande