କାହାକୁ ଛଡାଯିବନି - ପରିବହନ ମନ୍ତ୍ରୀ
ଭୁବନେଶ୍ୱର, ୦୨ ଜୁଲାଇ (ହି.ସ.) - ଓଏଏସ୍ ଅଫିସରଙ୍କୁ ମାଡ଼ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ଼ ମନ୍ତବ୍ୟ ଆସିଛି। ମନ୍ତ୍ରୀ କହିଛନ୍ତି ଘଟଣା ପଛରେ ଥିବା ମୁଖ୍ୟ ଆସାମୀକୁ ଛଡ଼ା ଯିବନି । ଯିଏ ବି ଏ କାଣ୍ଡ କରେଇଛି କାହାକୁ ଛଡ଼ା ଯିବନି। ସମସ୍ତଙ୍କୁ ଗିରଫ କରାଯିବ କାର୍ଯ୍ୟାନୁଷ୍ଠାନ କରାଯ
କାହାକୁ ଛଡାଯିବନି - ପରିବହନ ମନ୍ତ୍ରୀ


ଭୁବନେଶ୍ୱର, ୦୨ ଜୁଲାଇ (ହି.ସ.) - ଓଏଏସ୍ ଅଫିସରଙ୍କୁ ମାଡ଼ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ଼ ମନ୍ତବ୍ୟ ଆସିଛି। ମନ୍ତ୍ରୀ କହିଛନ୍ତି ଘଟଣା ପଛରେ ଥିବା ମୁଖ୍ୟ ଆସାମୀକୁ ଛଡ଼ା ଯିବନି । ଯିଏ ବି ଏ କାଣ୍ଡ କରେଇଛି କାହାକୁ ଛଡ଼ା ଯିବନି। ସମସ୍ତଙ୍କୁ ଗିରଫ କରାଯିବ କାର୍ଯ୍ୟାନୁଷ୍ଠାନ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ ସାରିଛନ୍ତି। ଅନ୍ୟପକ୍ଷରେ ଅପ୍ରୀତିକର ପରିସ୍ଥିତି ନହେବା କଥା ହୋଇଯାଇଛି। କଲମ ଛାଡ଼ ଆନ୍ଦୋଳନର ସମାଧାନ ଶୀଘ୍ର ହୋଇଯିବ ବୋଲି ମନ୍ତ୍ରୀ କହିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande