କେନ୍ଦ୍ରମନ୍ତ୍ରୀ ଭି.ସୋମନ୍ନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 20 ଜୁଲାଇ (ହି.ସ.) - କେନ୍ଦ୍ରମନ୍ତ୍ରୀ ଭି.ସୋମନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରେଳୱେ ଓ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ଭି.ସୋମନ୍ନାଙ୍କୁ ଜନ୍
କେନ୍ଦ୍ରମନ୍ତ୍ରୀ     ଭି.ସୋମନ୍ନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 20 ଜୁଲାଇ (ହି.ସ.)

-

କେନ୍ଦ୍ରମନ୍ତ୍ରୀ ଭି.ସୋମନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି

ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରେଳୱେ ଓ ଜଳଶକ୍ତି

ରାଷ୍ଟ୍ରମନ୍ତ୍ରୀ ଭି.ସୋମନ୍ନାଙ୍କୁ ଜନ୍ମଦିନର ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଙ୍କ

ନିକଟରେ ଆପଣଙ୍କ ଉତମ ସ୍ୱାସ୍ଥ୍ୟ, ସୁଖ ଓ ସମୃଦ୍ଧି କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande