ଭୁବନେଶ୍ୱର, 20 ଜୁଲାଇ (ହି.ସ.)
- ରାଜ୍ୟର
ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା ରହିଛି । ଆଜି
ପାଇଁ ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ
ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୂରଭଂଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା