କାଳିଆ ଗାଁ ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର
ଜୟପୁର, ୨୧ ଜୁଲାଇ (ହି.ସ.)- ଜୟପୁର ବ୍ଲକ ଅନ୍ତର୍ଗତ କାଳିଆ ଗାଁ ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଛି । ଏହି ଅଭିଯୋଗ ଶୁଣାଣିରେ ଏବିଡିଓ ମନୋଜ ନାୟକ, ସହକାରି ନିର୍ବାହୀ ଯନ୍ତ୍ରୀ ବିଜୟ ନନ୍ଦ, ସହକାରୀ ଯନ୍ତ୍ରୀ ରଞ୍ଜିତା ରାଣି ପଣ୍ଡା, ଏପିଓ
କାଳିଆ ଗାଁ ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି   ଶିବିର


ଜୟପୁର, ୨୧ ଜୁଲାଇ (ହି.ସ.)- ଜୟପୁର ବ୍ଲକ ଅନ୍ତର୍ଗତ କାଳିଆ ଗାଁ ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଛି । ଏହି ଅଭିଯୋଗ ଶୁଣାଣିରେ ଏବିଡିଓ ମନୋଜ ନାୟକ, ସହକାରି ନିର୍ବାହୀ ଯନ୍ତ୍ରୀ ବିଜୟ ନନ୍ଦ, ସହକାରୀ ଯନ୍ତ୍ରୀ ରଞ୍ଜିତା ରାଣି ପଣ୍ଡା, ଏପିଓ ସନ୍ତୋଷି ମହାପାତ୍ର, ଡବ୍ଲୁଓ ଆଭା ପ୍ରଧାନ, ପେନସନ ବିଭାଗର ସସ୍ମିତା ପରିଡା ସହ ଅନ୍ୟ ଲାଇନ ର ବ୍ଲକ ସ୍ତରିୟ ଅଧିକାରି ମାନେ ଉପସ୍ଥିତ ଥିଲେ । ଏଥିରେ ପଞ୍ଚାୟତର ବିଭିନ୍ନ ଗ୍ରାମର ଗ୍ରାମବାସୀ ଉପସ୍ଥିତ ଥିଲେ । ଗ୍ରାମବସୀ ମାନେ ରାସ୍ତା, ପାନିୟ ଜଳର ସହ ଅଙ୍ଗନବାଡୀ କେନ୍ଦ୍ର ମରାମତି ଓ ନିର୍ମାଣ ନେଇ ଅଭିଯୋଗ ହୋଇଥିଲା । ରାବଣାଗୁଡା ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande