ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ରମାଦେବୀ
ଚୌଧୁରୀଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ
ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜ ସଂସ୍କାରକ
ରମାଦେବୀ ଚୌଧୁରୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା