ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି
ନୂଆଦିଲ୍ଲୀ, 22 ଜୁଲାଇ (ହି.ସ.)- ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍
ମହାରାଷ୍ଟ୍ର     ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି


ନୂଆଦିଲ୍ଲୀ, 22 ଜୁଲାଇ (ହି.ସ.)- ମହାରାଷ୍ଟ୍ର

ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ନରେନ୍ଦ୍ର ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ,

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ।

ମହାରାଷ୍ଟ୍ରର ବିକାଶ ସହିତ ଗରିବ ଓ ଶୋଷିତ ମାନଙ୍କ ପାଇଁ ସେ କାମ କରୁଛନ୍ତି । ତାଙ୍କର ସୁସ୍ଥ

ଓ ସୁଦୀର୍ଘ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande