ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ
ଭୁବନେଶ୍ୱର, ୨୩ ଜୁଲାଇ (ହି.ସ.)- ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀମତୀ ରୂପା ରୋଶନ ସାହୁ ଓଡ଼ିଶା ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଭାବେ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଭାବେ ଅବସ୍ଥାପିତ ଥିଲେ। ୨୦୦୬ ମସିହା ଆଇ.ଏ.ଏସ୍‌.
ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ


ଭୁବନେଶ୍ୱର, ୨୩ ଜୁଲାଇ (ହି.ସ.)- ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀମତୀ ରୂପା ରୋଶନ ସାହୁ ଓଡ଼ିଶା ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଭାବେ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଭାବେ ଅବସ୍ଥାପିତ ଥିଲେ। ୨୦୦୬ ମସିହା ଆଇ.ଏ.ଏସ୍‌. ବ୍ୟାଚର ଅଧିକାରୀ ଶ୍ରୀମତୀ ସାହୁ ପ୍ରଶାସନିକ ସେବା ଜୀବନର ଆରମ୍ଭରୁ ବିଭିନ୍ନ ପଦପଦବୀରେ ଅବସ୍ଥାପିତ ହୋଇ ଦକ୍ଷତାର ସହ ଦାୟିତ୍ୱ ନିର୍ବାହ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande